ମାତା-ପିତାଙ୍କ ପରାମର୍ଶ ସୁପାରିଶ କରାଯାଏ

ବୀରତାପୁର୍ଣ୍ଣ ବିଶ୍ୱାସ – ଅନୁକ୍ରମ (ହିରୋଇକ୍ ଫୈଥ୍‌ - ସିରିଜ୍‌)

ଯୀଶୁଙ୍କ ନାମ ଶକାସୁ କ୍ଲେଶ ପାଇବା ସାରା ବିଶ୍ୱରେ ହୋଇଥାଏ ଆଊ ଏହି ପୀଡ଼ିତ ଦେଶରେ ଥିବା ଭାଇ ଏବଂ ଭଉଣୀ ମାନଙ୍କ ସକାଶେ ପ୍ରାର୍ଥନା ଓ ସମର୍ଥନ କରିବା ଆମର ଦାୟିତ୍ୱ ଅଟେ | ୱାୟ୍‌ସ୍‌ ଆଫ୍‌ ଦି ମାର୍ଟିୟର୍ସ ର ଏହି ଆଠଗୋଟି ଲଘୁ ଚଳଚିତ୍ରରେ, ତିନିଗୋଟି ମହାଦେଶରୁ ତାଡ଼ନାପ୍ରାପ୍ତ ଖ୍ରୀଷ୍ଟଙ୍କ ଅନୁଗାମୀ ଭୟଙ୍କର କ୍ଲେଶ ମଧ୍ୟେ ତାଙ୍କ ଆଶା ଓ ବିଶ୍ୱାସର କାହାଣୀ ବାଣ୍ଟିଛନ୍ତି | ଏହି ବିଶ୍ୱାସୀମାନଙ୍କ ଦୄଢ଼ ବିଶ୍ୱାସ ତାଙ୍କ ଯନ୍ତ୍ରଣାକାରୀଙ୍କ ପ୍ରତି କ୍ଷମା ଜଗତର ଶେଷ ପର୍ଯ୍ୟନ୍ତ ଆପଣାର ଏହି ଭାଇ ଏବଂ ଭଉଣୀମାନଙ୍କ ମହାନ ହୄଦୟର ସ୍ମରଣ କରାଇବ |